ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୃତଦେହ

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଥାନା ଅନ୍ତର୍ଗତ ଚଣ୍ଡୀବଜାର ନିକଟସ୍ଥ ରେଳ ଧାରଣା ଉପରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ରେଳଧାରଣା ଉପରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ଯୁବକଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ସୂଚନାଯୋଗ୍ୟ, ଗତ ମେ’ ୧୮ ତାରିଖରେ କୁମଣ୍ଡ ନିକଟ ରେଲୱେ ଲାଇନ୍‌ରୁ ଜଣେ ଯୁବକ ଓ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ […]

deadbody

deadbody

Jitendra Garnayak
  • Published: Sunday, 02 June 2019
  • Updated: 02 June 2019, 12:22 PM IST

Sports

Latest News

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଥାନା ଅନ୍ତର୍ଗତ ଚଣ୍ଡୀବଜାର ନିକଟସ୍ଥ ରେଳ ଧାରଣା ଉପରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ।

ରେଳଧାରଣା ଉପରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ଯୁବକଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଗତ ମେ’ ୧୮ ତାରିଖରେ କୁମଣ୍ଡ ନିକଟ ରେଲୱେ ଲାଇନ୍‌ରୁ ଜଣେ ଯୁବକ ଓ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଥିଲା। ସେମାନେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story