ରାତିରେ ଘରକୁ ଫେରି ନଥିଲେ: ସକାଳେ ମିଳିଲା ମୃତଦେହ

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କେଉଁଟାପାଲି ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୀନକେତନ ପଟେଲ। ତାଙ୍କ ଘର ଗୁଚ୍ଛାପଡ଼ାରେ।
ସୂଚନା ଅନୁସାରେ, ଗତକାଲି ରାତିରେ ମୀନକେତନ ଘରକୁ ଫେରି ନଥିଲେ। ଆଜି ସକାଳେ ତାଙ୍କ ମୃତଦେହ ବିଲରେ ପଡ଼ିଥିବା ଦେଖିବାକୁ ମିଳିଥିଲା।
ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ତେଣୁ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।

Ordigital Desk
• Published: Thursday, 23 August 2018
• Updated: 23 August 2018, 08:30 AM IST

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କେଉଁଟାପାଲି ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୀନକେତନ ପଟେଲ। ତାଙ୍କ ଘର ଗୁଚ୍ଛାପଡ଼ାରେ।
ସୂଚନା ଅନୁସାରେ, ଗତକାଲି ରାତିରେ ମୀନକେତନ ଘରକୁ ଫେରି ନଥିଲେ। ଆଜି ସକାଳେ ତାଙ୍କ ମୃତଦେହ ବିଲରେ ପଡ଼ିଥିବା ଦେଖିବାକୁ ମିଳିଥିଲା।
ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ତେଣୁ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos