ବିଦ୍ୟୁତ୍‌ ଖୁଣ୍ଟରୁ ରାଜମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): ବିଦ୍ୟୁତ୍ ଖୁଣ୍ଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ଭଏଁରୀ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗଜରାଜ ନାଏକ । ତାଙ୍କୁ ୪୦ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଗଜରାଜଙ୍କ ମୃତଦେହ ବିଦ୍ୟୁତ୍ ଖୁଣ୍ଟ ଉପରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପୁଲିସ, ଅଗ୍ନିଶମ ବାହିନୀ […]

dead body

dead body

Tapaswini Nayak
  • Published: Saturday, 18 September 2021
  • Updated: 18 September 2021, 11:52 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): ବିଦ୍ୟୁତ୍ ଖୁଣ୍ଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ଭଏଁରୀ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗଜରାଜ ନାଏକ । ତାଙ୍କୁ ୪୦ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଗଜରାଜଙ୍କ ମୃତଦେହ ବିଦ୍ୟୁତ୍ ଖୁଣ୍ଟ ଉପରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପୁଲିସ, ଅଗ୍ନିଶମ ବାହିନୀ ଓ ବିଦ୍ୟୁତ ବିଭାଗ କର୍ମଚାରୀ ଦୀର୍ଘ ୨ ଘଣ୍ଟା ଚେଷ୍ଟା କରିବା ପରେ ଜୟରାମଙ୍କ ମୃତଦେହକୁ ବିଦ୍ୟୁତଖୁଣ୍ଟରୁ ଉଦ୍ଧାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ କଲମପୁର ଡାକ୍ତରଖାନାକୁ ପଠାଯାଇଛି।

ଜୟରାମ ଆତ୍ମହତ୍ୟା କରିଛନ୍ତି ନା ଆଉ କିଛି ଘଟିଛି, ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ଜୟରାମ ରାଜ ମିସ୍ତ୍ରୀ ଭାବେ କାମ କରୁଥିଲେ। ଜୟରାମ ବିବାହ କରିଥିଲେ ଓ ତାଙ୍କର ଗୋଟିଏ ଝିଅ ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story