ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଫତେଗଡ଼ ଗାଁ ନିକଟ ଜଙ୍ଗଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପରିବାର ଲୋକେ ଫତେଗଡ଼ ଥାନା ଆଗରେ ଧାରଣା ଦେବା ସହ ରାସ୍ତାରୋକ କରିଥିଲେ।
ସେହି ଗାଁର ଜଣେ ଯୁବକ ବିଷ ଦେଇ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରାଯିବ ବୋଲି ପୁଲିସ୍ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ହଟିଥିଲା।
ଅନ୍ୟପକ୍ଷରେ ପୁଲିସ୍ କହିଛି, ଏହି ନାବାଳିକାଙ୍କ ସହ ଆଉ ଜଣେ ନାବାଳକ ବିଷ ପିଇଥିଲେ। ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ନାବାଳକ ଜଣଙ୍କ ଭୁବନେଶ୍ୱରରେ ଚିକିତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।