ଜଙ୍ଗଲରୁ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଫତେଗଡ଼ ଗାଁ ନିକଟ ଜଙ୍ଗଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପରିବାର ଲୋକେ ଫତେଗଡ଼ ଥାନା ଆଗରେ ଧାରଣା ଦେବା ସହ ରାସ୍ତାରୋକ କରିଥିଲେ। ସେହି ଗାଁର ଜଣେ ଯୁବକ ବିଷ ଦେଇ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରାଯିବ ବୋଲି ପୁଲିସ୍ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ହଟିଥିଲା। […]

dead

dead

Niharika Rout
  • Published: Saturday, 19 September 2020
  • Updated: 19 September 2020, 04:41 PM IST

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଫତେଗଡ଼ ଗାଁ ନିକଟ ଜଙ୍ଗଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପରିବାର ଲୋକେ ଫତେଗଡ଼ ଥାନା ଆଗରେ ଧାରଣା ଦେବା ସହ ରାସ୍ତାରୋକ କରିଥିଲେ।

ସେହି ଗାଁର ଜଣେ ଯୁବକ ବିଷ ଦେଇ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରାଯିବ ବୋଲି ପୁଲିସ୍ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ହଟିଥିଲା।

ଅନ୍ୟପକ୍ଷରେ ପୁଲିସ୍ କହିଛି, ଏହି ନାବାଳିକାଙ୍କ ସହ ଆଉ ଜଣେ ନାବାଳକ ବିଷ ପିଇଥିଲେ। ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ନାବାଳକ ଜଣଙ୍କ ଭୁବନେଶ୍ୱରରେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story