ରାତିରେ ଘରକୁ ଫେରି ନଥିଲେ, ସକାଳେ ମିଳିଲା ମୃତଦେହ

ଝାରସୁଗୁଡ଼ା (ଭାଗିରଥି ସାହୁ): ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ବେହେରାପାଲିରେ ରାସ୍ତା କଡ଼ରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅକ୍ଷୟ ସାହୁ (୪୩)। ମୃତ ଅକ୍ଷୟଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୁଲିସ୍ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସେ ସୁଧ କାରବାର କରୁଥିଲେ। ଅକ୍ଷୟଙ୍କ ଘର ବୁରୋମାଲରେ। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ବେଳେ ସେ ବାଇକ୍‌ରେ ଘରୁ ବାହାରି ଯାଇଥିଲେ। ତା’ପରେ ଆଉ […]

deadbody

deadbody

Jitendra Garnayak
  • Published: Sunday, 27 January 2019
  • Updated: 27 January 2019, 11:19 AM IST

Sports

Latest News

ଝାରସୁଗୁଡ଼ା (ଭାଗିରଥି ସାହୁ): ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ବେହେରାପାଲିରେ ରାସ୍ତା କଡ଼ରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅକ୍ଷୟ ସାହୁ (୪୩)।

ମୃତ ଅକ୍ଷୟଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୁଲିସ୍ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସେ ସୁଧ କାରବାର କରୁଥିଲେ।

ଅକ୍ଷୟଙ୍କ ଘର ବୁରୋମାଲରେ। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ବେଳେ ସେ ବାଇକ୍‌ରେ ଘରୁ ବାହାରି ଯାଇଥିଲେ। ତା’ପରେ ଆଉ ଫେରି ନଥିଲେ। ଆଜି ସକାଳେ ବେହେରାପାଲିରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପରିବାର ଲୋକେ ଆସି ମୃତଦେହ ଚିହ୍ନଟ କରିଥିଲେ।

ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story