Deadbody
Advertisment
କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ରେଳ ଷ୍ଟେସନ ନିକଟରେ ଥିବା ସାଲେପଡା ଗାଁ ପାଖ ରେଳ ଟ୍ରାକରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଜଣଙ୍କ ହେଲେ ମୁରିବାହାଲ ଥାନା ଘଣ୍ଟାବାହାଲ ଗାଁର ଗୁନି ରଣା।
Advertisment
ଗୁନିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତାଙ୍କ ମୁହଁରେ ଆଘାତ ଲାଗିଛି। ଘଟଣାସ୍ଥଳରେ କଣ୍ଟାବାଞ୍ଜି ଜିଆରପି ଏସ.ଆଇ ମୋହନ ନାଏକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡିନାହିଁ । ଜିଆରପି ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/03/deadbody-10000.jpg)