ରାଜଧାନୀରେ ମର୍ଡର: ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଏକ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କମିଶନରେଟ୍ ପୁଲିସ୍ ଉଦ୍ଧାର କରିଛି।
ଆହୁରି ପଢ଼ନ୍ତୁ
ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ୍ ସନ୍ଦେହ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।