ରାଜଧାନୀରେ ମର୍ଡର: ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଏକ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କମିଶନରେଟ୍‌ ପୁଲିସ୍‌ ଉଦ୍ଧାର କରିଛି।

ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ୍‌ ସନ୍ଦେହ କରୁଛି।