ଏସ୍‌ସିବି ପରିସରରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପରିସରର ଥିବା ଯକ୍ଷ୍ମା ୱାର୍ଡ ସମ୍ମୁଖରେ ଥିବା ନିର୍ମାଣାଧୀନ କୋଠାରୁ ଜଣେ  ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ନିକଟରୁ ଯୁବକଙ୍କ ଡ୍ରେସ୍‌ ଓ  ଏକ ମଦ ବୋତଲ ଜବତ କରାଯାଇଛି। ମଙ୍ଗଳାବାଗ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।    

cuttack

cuttack

Ordigital Desk
  • Published: Saturday, 11 August 2018
  • Updated: 11 August 2018, 01:30 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପରିସରର ଥିବା ଯକ୍ଷ୍ମା ୱାର୍ଡ ସମ୍ମୁଖରେ ଥିବା ନିର୍ମାଣାଧୀନ କୋଠାରୁ ଜଣେ  ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ନିକଟରୁ ଯୁବକଙ୍କ ଡ୍ରେସ୍‌ ଓ  ଏକ ମଦ ବୋତଲ ଜବତ କରାଯାଇଛି। ମଙ୍ଗଳାବାଗ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos