ଆଠଗଡ଼(ଓଡ଼ିଶା ରିପୋର୍ଟର): କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି ତ କେତେବେଳେ ମଣିଷ ଦ୍ୱାରା ହାତୀର ମୃତ୍ୟୁ ଘଟୁଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ଅନେକ ଦିନ ଏହି ଖବର ଆସୁଛି।
ଆଜି ପୁଣି ଏକ ହାତୀର ମୃତଦେହ ଠାବ କରାଯାଇଛି। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ସୁକାସନ ରିଜର୍ଭ ଜଙ୍ଗଲ ଅନ୍ତର୍ଗତ ରାଜନଗର ସବର ତଇଲା ନିକଟରେ ଏହି ହାତୀର ମୃତଦେହ ଠାବ କରାଯାଇଛି।
ମୃତ ହାତୀର ବୟସ ୭ ବର୍ଷ। ହାତୀଟିର ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇଛି। ତେବେ ହାତୀର ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଏନେଇ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜିଲ୍ଲା ପରିଷଦ ସଭ୍ୟଙ୍କୁ ଦୁର୍ବ୍ୟବହାର ଘଟଣାରେ ଅମିନ ନିଲମ୍ବିତ, ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ
ବିଭିନ୍ନ ପକ୍ଷର ବୟାନ ଓ ସିସିଟିଭି ଫୁଟେଜ ଆଧାରରେ ଉପ-ଜିଲ୍ଲାପାଳ ତାଙ୍କ ତଦନ୍ତ ରିପୋର୍ଟ ପ୍ରସ୍ତୁତ କରି ଜିଲ୍ଲାପାଳଙ୍କୁ ଦେଇଥିଲେ।
Politics
ବିଜେଡିକୁ ଝଟ୍କା, ଅନାସ୍ଥାରେ ହାରିଲେ ବ୍ଲକ୍ ଅଧ୍ୟକ୍ଷା
ଆଜି ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଅନାସ୍ଥା ଭୋଟିଂ ହୋଇଥିଲା। ୨ ବିଧାୟକ, ଢେଙ୍କାନାଳ ସାଂସଦଙ୍କୁ ମିଶାଇ ୬୨ ଜଣ ଅନାସ୍ଥା ଭୋଟ୍ରେ ଅଂଶ ଗ୍ରହଣ କରିଥିଲେ।
Business
ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର: ମନ୍ତ୍ରୀ
ନୂଆ ପ୍ରଡକ୍ଟ ନେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ବହୁ ନୂଆ ପ୍ରଡକ୍ଟ ଆଣିବାକୁ ଯାଉଛି। ଲୋକଙ୍କ ଆବଶ୍ୟକତାକୁ ଦେଖି ଓମ୍ଫେଡ୍ର ଟେଟ୍ରାପେକ୍, ପାଣି ପାଉଚ୍, ଆଇସକ୍ରିମ୍, ଚକୋଲେଟ୍ ଆଦି ତିଆରି କରିବ।
Crime
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ନୋଟ୍; ମା’,ପୁଅ ଅଟକ
ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦାରୁ ବାହାର କରିଛି ୧୪ ଲକ୍ଷ ଟଙ୍କା।
Crime
ବାଳକର ପାଦତଳେ ଲାଗି ହେଉଛି ତୁଳସୀ; ଫଟୋ ଭାଇରାଲ, ଥାନାରେ ଅଭିଯୋଗ
କାଶିନାଥଙ୍କ ଭୁବନେଶ୍ୱର ଖଣ୍ଡଗିରି ଆଶ୍ରମରେ ଅନେକ ବେଆଇନ କାମ ହେଉଥିବା ଅଭିଯୋଗ ହୋଇଛି।