ରାଜଧାନୀରେ ଚାଞ୍ଚଲ୍ୟ: ଅଫିସ୍ ଭିତରୁ ଇଂଜିନିୟରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ବୁଦ୍ଧନଗର ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି।  ଏକ ଘରୋଇ ସଂସ୍ଥାର ଅଫିସ୍ ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ବୈଜୟନ୍ତ ପ୍ରସାଦ ମହାନ୍ତି।  ସେ ମେରାଇନ୍ ଇଂଜିନିୟର ବୋଲି ଜଣାପଡ଼ିଛି। ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ମାମଲାରେ ଲକ୍ଷ୍ମୀସାଗର ପୋଲିସ ଜଣେ ଯୁବକ ଓ ଯୁବତୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ତେବେ ଅଟକ ଯୁବତୀଯୁବକ ମୃତକଙ୍କ ପ୍ରେମିକା ଓ […]

manmurder

manmurder

Rakesh Mallick
  • Published: Thursday, 28 June 2018
  • Updated: 28 June 2018, 10:49 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ବୁଦ୍ଧନଗର ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି।  ଏକ ଘରୋଇ ସଂସ୍ଥାର ଅଫିସ୍ ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ବୈଜୟନ୍ତ ପ୍ରସାଦ ମହାନ୍ତି।  ସେ ମେରାଇନ୍ ଇଂଜିନିୟର ବୋଲି ଜଣାପଡ଼ିଛି।

ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ମାମଲାରେ ଲକ୍ଷ୍ମୀସାଗର ପୋଲିସ ଜଣେ ଯୁବକ ଓ ଯୁବତୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ତେବେ ଅଟକ ଯୁବତୀଯୁବକ ମୃତକଙ୍କ ପ୍ରେମିକା ଓ ତାଙ୍କ ପୁରୁଷ ବନ୍ଧୁ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story