ଗାଁରେ ପହଞ୍ଚିଲା ବିଜୟଙ୍କ ମୃତଦେହ

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆ ତୀର୍ଥ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ତାଙ୍କ ଗାଁରେ ପହଞ୍ଚିଛି। ତାଙ୍କ ନାଁ ବିଜୟ କୁମାର ଜେନା। ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଯମୁନା ଗାଁରେ। ଆଜି ତାଙ୍କ ମୃତଦେହ ଗାଁରେ ପହଞ୍ଚିଥିଲା। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ ଉକ୍ତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚରଣ ବିଶ୍ୱାଳଙ୍କ ମୃତଦେହ ତାଙ୍କ ଗାଁରେ ପହଞ୍ଚିନି। ତାଙ୍କ […]

deadbody,,,,,,,,,,

deadbody,,,,,,,,,,

Jyoshna Pradhan
  • Published: Thursday, 13 June 2019
  • Updated: 13 June 2019, 12:31 PM IST

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆ ତୀର୍ଥ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ତାଙ୍କ ଗାଁରେ ପହଞ୍ଚିଛି। ତାଙ୍କ ନାଁ ବିଜୟ କୁମାର ଜେନା। ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଯମୁନା ଗାଁରେ।

ଆଜି ତାଙ୍କ ମୃତଦେହ ଗାଁରେ ପହଞ୍ଚିଥିଲା। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା।

ଅନ୍ୟପକ୍ଷରେ ଉକ୍ତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚରଣ ବିଶ୍ୱାଳଙ୍କ ମୃତଦେହ ତାଙ୍କ ଗାଁରେ ପହଞ୍ଚିନି। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ମଳିପଡ଼ାରେ।

ସୂଚନାଯୋଗ୍ୟ, ଦେଶର ବିଭିନ୍ନ ସ୍ଥାନରୁ ତୀର୍ଥଯାତ୍ରୀଙ୍କୁ ନେଇ ନେପାଳ ଯାଇଥିବା ଏକ ବସ୍ ସେଠାକାର ରାଉତପୁରା ଜିଲ୍ଲାର ପଉରାଇ ଜଙ୍ଗଲରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍ଟି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାରୁ ପ୍ରାୟ ୨୦ ମିଟର ତଳକୁ ଖସି ପଡ଼ିଥିଲା।

ଏଥିରେ ଚରଣ ବିଶ୍ୱାଳ ଏବଂ ବିଜୟ କୁମାର ଜେନାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଓଡ଼ିଆ ସର୍ବେଶ୍ୱର ଜେନା ଏବଂ ସହଦେବ ଜେନା ଗୁରୁତର ଆହତ ହୋଇଛନ୍ତି।

ବିଜୟ ଓ ଚରଣଙ୍କ ମୃତଦେହକୁ ସେମାନଙ୍କ ଗାଁକୁ ଫେରାଇ ଆଣିବା ଓ ଆହତଙ୍କ ଚିକିତ୍ସା ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଟ୍ୱିଟ୍‌ କରି ଅନୁରୋଧ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story