ପୋଖରୀରେ ଅଜଣା ଯୁବକଙ୍କ ଗଳିତ ଶବ

<p>ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ କୃଷ୍ଣାପାଲି ଗାଁ ପାଖ ପୋଖରୀରେ ଅଜଣା ଯୁବକର ଗଳିତ ଶବ ଦେଖିବାକୁ ମିଳିଛି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କ ଦେହରେ କ୍ଷତ ଚିହ୍ନ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ତିନି ଚାରି ଦିନ ପୂର୍ବରୁ ଯୁବକଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।</p> <p>ଆଜି ସକାଳେ ପୋଖରୀରେ ଶବ ଭାସୁଥିବା ଦେଖି ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ। ପୁରୁଣାକଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।</p>

Ordigital Desk
  • Published: Friday, 02 February 2018
  • Updated: 02 February 2018, 01:04 PM IST

Sports

Latest News

<p>ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ କୃଷ୍ଣାପାଲି ଗାଁ ପାଖ ପୋଖରୀରେ ଅଜଣା ଯୁବକର ଗଳିତ ଶବ ଦେଖିବାକୁ ମିଳିଛି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କ ଦେହରେ କ୍ଷତ ଚିହ୍ନ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ତିନି ଚାରି ଦିନ ପୂର୍ବରୁ ଯୁବକଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।</p><p>ଆଜି ସକାଳେ ପୋଖରୀରେ ଶବ ଭାସୁଥିବା ଦେଖି ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ। ପୁରୁଣାକଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos