ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ହାତ ଓ ଗୋଡ଼ରେ ଲାଗିଛି ଆଘାତ

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ମାଟିଆଳି ଗାଁ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ମହିଳାଙ୍କ ଗୋଟିଏ ହାତ ଓ ଗୋଡ଼ରେ ଅଘାତ ଲାଗିଛି। ଶବକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।  ଯାମଦା ପୁଲିସ୍‌ ହତ୍ୟା ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।

dead

Jitendra Garnayak
  • Published: Monday, 05 November 2018
  • , Updated: 05 November 2018, 12:31 PM IST

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ମାଟିଆଳି ଗାଁ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ।
ମହିଳାଙ୍କ ଗୋଟିଏ ହାତ ଓ ଗୋଡ଼ରେ ଅଘାତ ଲାଗିଛି। ଶବକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।  ଯାମଦା ପୁଲିସ୍‌ ହତ୍ୟା ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।

Related story