ମହିଳାଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ):କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବାରିମୂଳ ପଞ୍ଚାୟତ ଅଫିସର ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ପାର୍ବତୀ ହେମ୍ବ୍ରମ। ତାଙ୍କ ଘର ବାରିମୂଳ ଆଦିବାସୀ ସାହିରେ ବୋଲି ଜଣାପଡ଼ିଛି। ତେବେ ମହିଳାଙ୍କ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

deadbody,,,999

Jyoshna Pradhan
  • Published: Tuesday, 25 June 2019
  • , Updated: 25 June 2019, 01:19 PM IST

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ):କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବାରିମୂଳ ପଞ୍ଚାୟତ ଅଫିସର ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ପାର୍ବତୀ ହେମ୍ବ୍ରମ। ତାଙ୍କ ଘର ବାରିମୂଳ ଆଦିବାସୀ ସାହିରେ ବୋଲି ଜଣାପଡ଼ିଛି।

ତେବେ ମହିଳାଙ୍କ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Related story