ହାତଗୋଡ଼ ବାନ୍ଧି ଯୁବକଙ୍କୁ ହତ୍ୟା

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ କାଣ୍ଟୋ ଗାଁରେ ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବିଦ୍ୟାଧର ମୁଣ୍ଡା(୨୪)। ଟିକିରା ଗାଁରେ ବିଦ୍ୟାଧରଙ୍କ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିଲା ଓ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାସହ […]

man

man

Jitendra Garnayak
  • Published: Tuesday, 07 May 2019
  • Updated: 07 May 2019, 10:08 AM IST

Sports

Latest News

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ କାଣ୍ଟୋ ଗାଁରେ ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବିଦ୍ୟାଧର ମୁଣ୍ଡା(୨୪)।

ଟିକିରା ଗାଁରେ ବିଦ୍ୟାଧରଙ୍କ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିଲା ଓ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାସହ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ଛାନ୍‌ଭିନ୍ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story