ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ କାଣ୍ଟୋ ଗାଁରେ ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବିଦ୍ୟାଧର ମୁଣ୍ଡା(୨୪)।
ଟିକିରା ଗାଁରେ ବିଦ୍ୟାଧରଙ୍କ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ଦେଖି ପୁଲିସ୍କୁ ଖବର ଦେଇଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିଲା ଓ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାସହ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ଛାନ୍ଭିନ୍ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।