ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ: ଜଙ୍ଗଲରୁ ମୃତଦେହ ଉଦ୍ଧାର

ପିପିଲି: ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ଡେଲାଙ୍ଗ ନିକଟ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।  ଯୁବତୀଙ୍କ ପରିଚୟ ମିଳିପାରିନି।  ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

puri

puri

Rakesh Mallick
  • Published: Wednesday, 02 August 2017
  • Updated: 02 August 2017, 09:17 AM IST

ପିପିଲି: ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ଡେଲାଙ୍ଗ ନିକଟ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।  ଯୁବତୀଙ୍କ ପରିଚୟ ମିଳିପାରିନି।  ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos