ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ: ଜଙ୍ଗଲରୁ ମୃତଦେହ ଉଦ୍ଧାର

ପିପିଲି: ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ଡେଲାଙ୍ଗ ନିକଟ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।  ଯୁବତୀଙ୍କ ପରିଚୟ ମିଳିପାରିନି।  ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।