ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁରର କମାପଲ୍ଲୀ ନିକଟ ରେଳ ଧାରଣାରୁ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମିଳିନି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

deadbody.........

Rakesh Mallick
  • Published: Monday, 03 July 2017
  • , Updated: 03 July 2017, 12:25 PM IST

Related story