ବିଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ବାଲେଶ୍ୱର( ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଅଙ୍ଗୁଆ ଗାଁର ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାଳିଚରଣ। ଆଜି ସକାଳେ ଗାଁ ପାଖ ବିଲରେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। କାଳିଚରଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ କାଳିଚରଣଙ୍କ ଭାଉଜଙ୍କୁ ଅଟକ ରଖି ପଚରାଉଚରା କରୁଛି।

deadbody

deadbody

Tapaswini Nayak
  • Published: Wednesday, 11 March 2020
  • Updated: 11 March 2020, 11:36 AM IST

Sports

Latest News

ବାଲେଶ୍ୱର( ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଅଙ୍ଗୁଆ ଗାଁର ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାଳିଚରଣ।

ଆଜି ସକାଳେ ଗାଁ ପାଖ ବିଲରେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। କାଳିଚରଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ କାଳିଚରଣଙ୍କ ଭାଉଜଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story