ଝୁଲନ୍ତା ଅବସ୍ଥାରେ ମିଳିଲା ଛାତ୍ରଙ୍କ ମୃତଦେହ

ନୂଆପଡା(ମାୟାଧର ସରାଫ): ନୂଆପଡା ଜିଲ୍ଲା କୋମନା ଥାନା ଦର୍ଲିପଡା ସେବାଶ୍ରମ ବିଦ୍ୟାଳୟର ଜଣେ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ,ଆଜି ସକାଳେ ସେବାଶ୍ରମ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଜେ ପିନ୍ଧିଥିବା ସାର୍ଟରେ ସେ  ଝୁଲୁଥିବାର ଦେଖିବାକୁ ମିଳିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।  ମୃତ୍ୟୁର କାରଣ ଜଣାପଡିନାହିଁ। ଅଧିକ ଜାଣିବା ପାଇଁ ପୁଲିସ‌୍‍ […]

deadbody

deadbody

Niharika Rout
  • Published: Monday, 24 February 2020
  • Updated: 24 February 2020, 01:29 PM IST

Sports

Latest News

ନୂଆପଡା(ମାୟାଧର ସରାଫ): ନୂଆପଡା ଜିଲ୍ଲା କୋମନା ଥାନା ଦର୍ଲିପଡା ସେବାଶ୍ରମ ବିଦ୍ୟାଳୟର ଜଣେ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି।

ସୂଚନା ଅନୁଯାୟୀ,ଆଜି ସକାଳେ ସେବାଶ୍ରମ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଜେ ପିନ୍ଧିଥିବା ସାର୍ଟରେ ସେ  ଝୁଲୁଥିବାର ଦେଖିବାକୁ ମିଳିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।  ମୃତ୍ୟୁର କାରଣ ଜଣାପଡିନାହିଁ। ଅଧିକ ଜାଣିବା ପାଇଁ ପୁଲିସ‌୍‍ ତଦନ୍ତ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story