କାଳୀ ମନ୍ଦିର ନିକଟ କୂଅରୁ ମିଳିଲା ମୃତଦେହ; ବଳି ସନ୍ଦେହ

କଣ୍ଟାବାଞ୍ଜି(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ସାଲେପଡ଼ା ଗାଁରେ ଜଣେ ବ୍ୟକ୍ତିଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ଭୁଜବଲ ପରାଭୁଏ । ତାଙ୍କ ଘର ତୁରେକେଲା ବ୍ଲକ୍‌ ଅନ୍ତର୍ଗତ ମାନ୍ଦଲା ଗାଁରେ। ଗତକାଲି ଭୁଜବଲଙ୍କ ମୃତଦେହ ସାଲେପଡ଼ା ଗାଁରେ ଥିବା କାଳୀ ମନ୍ଦିର ନିକଟସ୍ଥ କୂଅ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତେବେ ଭୁଜବଲଙ୍କୁ ସାଲେପଡ଼ା […]

deadbody

deadbody

Jyoshna Pradhan
  • Published: Thursday, 31 October 2019
  • Updated: 31 October 2019, 01:36 PM IST

Sports

Latest News

କଣ୍ଟାବାଞ୍ଜି(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ସାଲେପଡ଼ା ଗାଁରେ ଜଣେ ବ୍ୟକ୍ତିଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ଭୁଜବଲ ପରାଭୁଏ । ତାଙ୍କ ଘର ତୁରେକେଲା ବ୍ଲକ୍‌ ଅନ୍ତର୍ଗତ ମାନ୍ଦଲା ଗାଁରେ।

ଗତକାଲି ଭୁଜବଲଙ୍କ ମୃତଦେହ ସାଲେପଡ଼ା ଗାଁରେ ଥିବା କାଳୀ ମନ୍ଦିର ନିକଟସ୍ଥ କୂଅ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ତେବେ ଭୁଜବଲଙ୍କୁ ସାଲେପଡ଼ା ଗାଁର ଜଣେ ବାବା ବଳି ଦେଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story