ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ଵର ଜିଲ୍ଲା ନୀଳଗିରି ବିଇଓ ଅଫିସ ନିକଟସ୍ଥ ଗୋପବନ୍ଧୁ ଛାତ୍ରାବାସ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ରାଜେଶ ମଲ୍ଲିକ(୩୪)। ତାଙ୍କ ଘର ଆମ୍ବଡ଼ିହା ଗାଁରେ।
ଆଜି ସକାଳେ ରାଜେଶଙ୍କ ମୃତଦେହ ଗୋପବନ୍ଧୁ ଛାତ୍ରାବାସ ପାଖରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ରାଜେଶଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ସେ ରକ୍ତ ବାନ୍ତି କରିଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।