ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଠାବ

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ଗିରାଙ୍ଗ ନିକଟ ରାସ୍ତା କଡ଼ରୁ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ମୃତଦେହ ନିକଟରେ ଏକ ବାଇକ୍‌ ପଡ଼ି ରହିଛି। ତେବେ  କିଭଳି ଯୁବକଙ୍କ ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇ ନାହିଁ। ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି  ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

deadbody

deadbody

Jyoshna Pradhan
  • Published: Tuesday, 19 November 2019
  • Updated: 19 November 2019, 08:10 AM IST

Sports

Latest News

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ଗିରାଙ୍ଗ ନିକଟ ରାସ୍ତା କଡ଼ରୁ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ମୃତଦେହ ନିକଟରେ ଏକ ବାଇକ୍‌ ପଡ଼ି ରହିଛି। ତେବେ  କିଭଳି ଯୁବକଙ୍କ ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇ ନାହିଁ।

ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି  ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story