ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଦ୍ରକ(ପାର୍ଥ ସାରଥୀ ନାୟକ):ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର ହିଞ୍ଜଳାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବାପି ହେମ୍ବ୍ରମ। ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ। ବାପି ଆଖୁଆପଦାଠାରେ ପରିବାର ସହ ଦୀର୍ଘଦିନ ହେଲା ରହି ଆସୁଥିଲେ। ସେଠାରେ ଥିବା ଇଟାଭାଟିରେ ସେ କାମ କରୁଥିଲେ। ଆଜି ସକାଳେ ତାଙ୍କ ମୃତଦେହ ହିଞ୍ଜଳାଠାରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି  […]

deadbody

deadbody

Tapaswini Nayak
  • Published: Wednesday, 12 February 2020
  • Updated: 12 February 2020, 02:39 PM IST

Sports

Latest News

ଭଦ୍ରକ(ପାର୍ଥ ସାରଥୀ ନାୟକ):ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର ହିଞ୍ଜଳାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବାପି ହେମ୍ବ୍ରମ। ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ।

ବାପି ଆଖୁଆପଦାଠାରେ ପରିବାର ସହ ଦୀର୍ଘଦିନ ହେଲା ରହି ଆସୁଥିଲେ। ସେଠାରେ ଥିବା ଇଟାଭାଟିରେ ସେ କାମ କରୁଥିଲେ। ଆଜି ସକାଳେ ତାଙ୍କ ମୃତଦେହ ହିଞ୍ଜଳାଠାରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି  ମୃତ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବାପିଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରି  ଭଣ୍ଡାରିପୋଖରୀ ଥାନାରେ ଏତଲା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos