ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ, ସକାଳୁ ମିଳିଲା ମୃତଦେହ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ରଣପୁର ଥାନା ମଝିଆଖଣ୍ଡ ପଞ୍ଚାୟତର ତେଲିପାଟଣା ଗାଁରେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ବ୍ରଜ କିଶୋର ସାହୁ। ତାଙ୍କୁ ୮୫ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ବ୍ରଜ କିଶୋର ଗତକାଲି ରାତିରେ ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ। ତେବେ ଆଉ ଘରକୁ ଫେରି ନଥିଲେ। ଆଜି ସକାଳେ ଘର ବାଡ଼ିରୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କ ଶରୀରେ କ୍ଷତ ଚିହ୍ନ ରହିଛି। […]

thana

thana

Niharika Rout
  • Published: Saturday, 05 December 2020
  • Updated: 05 December 2020, 11:14 AM IST

Sports

Latest News

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ରଣପୁର ଥାନା ମଝିଆଖଣ୍ଡ ପଞ୍ଚାୟତର ତେଲିପାଟଣା ଗାଁରେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ବ୍ରଜ କିଶୋର ସାହୁ। ତାଙ୍କୁ ୮୫ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁଯାୟୀ, ବ୍ରଜ କିଶୋର ଗତକାଲି ରାତିରେ ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ। ତେବେ ଆଉ ଘରକୁ ଫେରି ନଥିଲେ। ଆଜି ସକାଳେ ଘର ବାଡ଼ିରୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କ ଶରୀରେ କ୍ଷତ ଚିହ୍ନ ରହିଛି। ମୁଣ୍ଡରେ ଗଭୀର କ୍ଷତ ଚି଼ହ୍ନ ଥିବା ମଧ୍ୟ ଦେଖିବାକୁ ମିଳିଛି l

ବ୍ରଜ କିଶୋରଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ରଣପୁର ପୁଲିସ୍ ଘଟଣାସ୍ଥଳରେ ଛାନ୍‌ଭିନ୍ କରିବା ସହିତ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story