ଅଜଣା ଯୁବତୀଙ୍କ ମୃତଦେହ ଠାବ; ହତ୍ୟା ସନ୍ଦେହ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଛାଳ ଛକ ନିକଟ ରାସ୍ତା କଡରେ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଠାବ କରାଯାଇଛି। କେହି ଦୁର୍ବୁତ୍ତ ଯୁବତୀଙ୍କୁ ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ଜଣେ ଅଧ୍ୟାପକ ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ତେବେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।

deadbody

Jyoshna Pradhan
  • Published: Thursday, 26 December 2019
  • , Updated: 26 December 2019, 12:22 PM IST

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଛାଳ ଛକ ନିକଟ ରାସ୍ତା କଡରେ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଠାବ କରାଯାଇଛି। କେହି ଦୁର୍ବୁତ୍ତ ଯୁବତୀଙ୍କୁ ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

ଆଜି ସକାଳେ ଜଣେ ଅଧ୍ୟାପକ ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ତେବେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।

Related story