ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗାଁରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ବେହେରା। ସେ ନିକଟସ୍ଥ ଏକ କ୍ରସରରେ କାମ କରୁଥିଲେ। ଆଜି ସକାଳୁ ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ ତାଙ୍କ ଘର ସାମନାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ଗୋଟେ ଆଖି ତାଡ଼ି ଦିଆଯାଇଥିବାରୁ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଘର ସାମନାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ତେବେ ଏଥିରେ ଉତ୍ତ୍ୟକ୍ତ ହୋଇ ଏହି […]

dkl

dkl

Jyoshna Pradhan
  • Published: Friday, 13 December 2019
  • Updated: 13 December 2019, 02:43 PM IST

Sports

Latest News

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗାଁରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ବେହେରା। ସେ ନିକଟସ୍ଥ ଏକ କ୍ରସରରେ କାମ କରୁଥିଲେ।

ଆଜି ସକାଳୁ ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ ତାଙ୍କ ଘର ସାମନାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ଗୋଟେ ଆଖି ତାଡ଼ି ଦିଆଯାଇଥିବାରୁ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଘର ସାମନାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ତେବେ ଏଥିରେ ଉତ୍ତ୍ୟକ୍ତ ହୋଇ ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ମୃତଦେହକୁ ଗାଁ ନିକଟସ୍ଥ ରାସ୍ତାରେ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ହେଲେ ଢେଙ୍କାନାଳ ଏସ୍‌ଡିପିଓ ଓ ଅନ୍ୟ ପୁଲିସ୍‌ ଅଧିକାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।

ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story