Advertisment

ରେଳଲାଇନ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟରେ ଥିବା ରେଳଲାଇନ କଡରୁ ଗତକାଲି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଗୋଟିଏ ପାଣି ବୋତଲ ଓ ଚପଲ ପଡିଥିବାର ଦେଖିବାକୁ ମିଳିଥିଲା। କଣ୍ଟାବାଞ୍ଜି ଜିଆରପି ପୁଲିସ୍‌ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ଶାବଳରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

deadbody

Advertisment

କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟରେ ଥିବା ରେଳଲାଇନ କଡରୁ ଗତକାଲି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଗୋଟିଏ ପାଣି ବୋତଲ ଓ ଚପଲ ପଡିଥିବାର ଦେଖିବାକୁ ମିଳିଥିଲା।

Advertisment

କଣ୍ଟାବାଞ୍ଜି ଜିଆରପି ପୁଲିସ୍‌ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Deadbody
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe