ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ଉପରପିଟା ଗାଁ ନିକଟ ଏକ ପଳାସ ଗଛରୁ ଜଣେ ଯୁବକଙ୍କ ଝୁଳନ୍ତା ମୃତଦେହ ଉଦ୍ଧାର କରଯାଇଛି। ମୃତକ ଜଣଙ୍କ ହେଲେ କ୍ଷୀରସିନ୍ଧୁ ଶବର। ତାଙ୍କ ଘର ଉପରପିଟା ଗାଁରେ ବୋଲି ଜଣାପଡ଼ିଛି। ସେ ଖଡିଆଳ ବ୍ଲକ ବିଜେପି ଯୁବ ମୋର୍ଚ୍ଚାର ସାଧାରଣ ସଂପାଦକ ଥିଲେ। କ୍ଷୀରସିନ୍ଧୁଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତାଙ୍କୁ ହତ୍ୟା କରାଯାଇ […]

deadbody0

deadbody0

Tapaswini Nayak
  • Published: Monday, 16 December 2019
  • Updated: 16 December 2019, 02:38 PM IST

Sports

Latest News

ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ଉପରପିଟା ଗାଁ ନିକଟ ଏକ ପଳାସ ଗଛରୁ ଜଣେ ଯୁବକଙ୍କ ଝୁଳନ୍ତା ମୃତଦେହ ଉଦ୍ଧାର କରଯାଇଛି। ମୃତକ ଜଣଙ୍କ ହେଲେ କ୍ଷୀରସିନ୍ଧୁ ଶବର। ତାଙ୍କ ଘର ଉପରପିଟା ଗାଁରେ ବୋଲି ଜଣାପଡ଼ିଛି। ସେ ଖଡିଆଳ ବ୍ଲକ ବିଜେପି ଯୁବ ମୋର୍ଚ୍ଚାର ସାଧାରଣ ସଂପାଦକ ଥିଲେ। କ୍ଷୀରସିନ୍ଧୁଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ତାଙ୍କୁ ହତ୍ୟା କରାଯାଇ ଗଛରେ ଝୁଲାଇ ଆତ୍ମହତ୍ୟାର ରୂପ ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖଡିଆଳ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ପହଞ୍ଚିଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story