ମହାନଦୀରୁ ମିଳିଲା ଆଉ ଜଣେ ନାବାଳକଙ୍କ ମୃତଦେହ, ଏବେ ବି ଜଣେ ନିଖୋଜ

କଟକ(ଓଡ଼ିଶା ରିପୋର୍ଟର): ମହାନଦୀ ଯୋବ୍ରା ବ୍ୟାରେଜ ନିକଟକୁ ଗାଧୋଇବାକୁ ଯାଇ ଗତକାଲି ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଉଦ୍ଧାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଆୟୁର ଖାନ । ଏବେ ବି ଆଉ ଜଣେ ନିଖୋଜ ଅଛନ୍ତି। ଗତକାଲି ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ ଖାନ, ସାଜିକ୍ ମଜିଦ୍ ଓ ଆୟୁର ଖାନ୍ ଘରେ […]

rescue operation

rescue operation

Niharika Rout
  • Published: Monday, 11 April 2022
  • Updated: 11 April 2022, 01:19 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ମହାନଦୀ ଯୋବ୍ରା ବ୍ୟାରେଜ ନିକଟକୁ ଗାଧୋଇବାକୁ ଯାଇ ଗତକାଲି ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଉଦ୍ଧାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଆୟୁର ଖାନ । ଏବେ ବି ଆଉ ଜଣେ ନିଖୋଜ ଅଛନ୍ତି।

ଗତକାଲି ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ ଖାନ, ସାଜିକ୍ ମଜିଦ୍ ଓ ଆୟୁର ଖାନ୍ ଘରେ ମିଛ କହି ଗାଧୋଇବା ପାଇଁ ମହାନଦୀକୁ ଯାଇଥିଲେ। ଗାଧୋଇବା ବେଳେ ଚୋରା ବାଲିରେ ସେମାନଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ତିନି ସାଙ୍ଗ ବୁଡ଼ି ଯାଇଥିଲେ।

ସେଠାରେ ଉପସ୍ଥିତ ଲୋକମାନେ ଚିତ୍କାର ଶୁଣି ସାହିଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ତାଙ୍କୁ କଟକ ବଡ଼ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ଗତକାଲି ଅଗ୍ନିଶମ, ଓଡ୍ରାଫ୍‌ ଓ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତେବେ ପ୍ରବଳ ପାଣି ଥିବାରୁ ଖୋଜିବାରେ ଅସୁବିଧା ଦେଖା ଦେବାରୁ ଯୋବ୍ରା ବ୍ୟାରେଜରେ ଗେଟ୍‌ ପକାଯାଇ ପାଣିକୁ ଅଟକା ଯାଇଥିଲା। ପାଣି କମିବା ପରେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଥିଲା। ହେଲେ ଗତରାତି ସୁଦ୍ଧା ନିଖୋଜ ୨ ଜଣଙ୍କ ପତ୍ତା ମିଳିପାରି ନ ଥିଲା।

ଆଜି ସକାଳୁ ପୁଣି ଥରେ ଆରମ୍ଭ ହୋଇଥିଲା ଉଦ୍ଧାର କାର୍ଯ୍ୟ। ଉଦ୍ଧାରକାରୀ ଟିମ୍‌ରେ ସ୍କୁବା ଡାଇଭର ବି ସାମିଲ ହୋଇଛନ୍ତି ।  ନିଖୋଜ ସାଜିକ୍ ମଜିଦଙ୍କୁ ଉଦ୍ଧାର କରିବା ପାଇଁ ଖୋଜାଖୋଜିକୁ ଜୋରଦାର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story