ଘରୁ ମିଳିଲା ମା’ ଓ ୨ ଝିଅଙ୍କ ମୃତଦେହ, ସ୍ୱାମୀ ଫେରାର

ଝାରସୁଗୁଡା(ଭାଗିରଥୀ ସାହୁ): ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୁ ଉଦ୍ଧାର ହୋଇଛି ମା’ ଓ ୨ ଝିଅଙ୍କ ମୃତଦେହ । ମୃତକ ୩ ଜଣ ହେଲେ ୨୮ ବର୍ଷୀୟା ସୋନି ପୋଦାର, ତାଙ୍କ ୫ ବର୍ଷୀୟା ଝିଅ ମୁସ୍କାନ ଓ ୩ ବର୍ଷୀୟା ରାଧିକା । ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ନାରାୟଣ ପୋଡ଼ଦାର ଫେରାର ଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାକୁ ନେଇ ଆରମ୍ଭ ହୋଇଛି […]

police

police

Niharika Rout
  • Published: Wednesday, 22 September 2021
  • Updated: 22 September 2021, 01:05 PM IST

Sports

Latest News

ଝାରସୁଗୁଡା(ଭାଗିରଥୀ ସାହୁ): ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୁ ଉଦ୍ଧାର ହୋଇଛି ମା’ ଓ ୨ ଝିଅଙ୍କ ମୃତଦେହ । ମୃତକ ୩ ଜଣ ହେଲେ ୨୮ ବର୍ଷୀୟା ସୋନି ପୋଦାର, ତାଙ୍କ ୫ ବର୍ଷୀୟା ଝିଅ ମୁସ୍କାନ ଓ ୩ ବର୍ଷୀୟା ରାଧିକା ।

ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ନାରାୟଣ ପୋଡ଼ଦାର ଫେରାର ଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାକୁ ନେଇ ଆରମ୍ଭ ହୋଇଛି ସସ୍‌ପେନ୍ସ।  ପୁଲିସ୍‌ ଖୋଳତାଡ଼ ଆରମ୍ଭ କରିଥିବା ବେଳେ ମହିଳାଙ୍କ ସ୍ୱାମୀଙ୍କ ଟେର ପାଇପାରିନି।

ସୂଚନା ଅନୁଯାୟୀ, ନାରାୟଣ ପୋଡ଼ଦାର ଓ ସୋନି ପୋଦାର ନିଜ ୨ ଝିଅଙ୍କ ସହ ଗଙ୍ଗାନଗର ଫାଟକପଡାରେ ରହୁଥିଲେ। ଆଜି ସକାଳେ ଘରେ ନାରାୟଣ ନ ଥିବା ବେଳେ ମା’  ଓ ୨ ଝିଅଙ୍କ ମୃତଦେହ ପଡ଼ିଥିଲା। ଏହା ଦେଖି ପଡ଼ୋଶୀ ତୁରନ୍ତ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ମୃତ୍ୟୁର କାରଣ ଜଣାପଡ଼ିନି।

ଘଟଣା ପରଠୁ ନାରାୟଣ ଫେରାର ଥିବା ବେଳେ ତାଙ୍କ ପତ୍ତା ମିଳିପାରୁନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story