ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): OJEE ପାଇଁ ସରିଲା ଅନ୍ଲାଇନ୍ ଆବେଦନ। ଗତକାଲି ରାତି ୧୨ଟା ପରଠୁ ବନ୍ଦ ହୋଇଯାଇଛି ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା। ହେଲେ ଯେଉଁମାନେ ଆବେଦନ କରିଥିବେ, ସେମାନେ ଆଜି ଦିନ ୧୧ଟା ସୁଦ୍ଧା ଅନ୍ଲାଇନ୍ରେ ଫି’ ଜମା ପାଇଁ ଡେଡ୍ଲାଇନ୍ ରଖାଯାଇଛି ।
ଅକ୍ଟୋବର ୧୨ତାରିଖରୁ ଆରମ୍ଭ ହେଉଛି ଓଜେଇଇ ପରୀକ୍ଷା। ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏହି ପରୀକ୍ଷା।
ଏଥିପାଇଁ ୫୩ଟି ସେଣ୍ଟରର ବ୍ୟବସ୍ଥା ହୋଇଛି। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଏହାବ୍ୟତୀତ ରାଜ୍ୟ ବାହାରେ ରାଞ୍ଚି, କୋଲକାତା ଓ ପାଟନାରେ ୩ଟି ସେଣ୍ଟରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।