Advertisment
କଟକ ଜଗତପୁର ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।
Advertisment
ଗତକାଲି ମା’ ଓ ଶିଶୁକୁ ମୃତ ଘୋଷଣା କରିଥିଲେ ଡାକ୍ତର। ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।
ଗତକାଲି କଟକର ଜଗତପୁରର ମହାଜନପୁରରେ ଗୋବିନ୍ଦ ନାୟକଙ୍କ ଘରେ ବାଣ ବିସ୍ଫୋରଣ ହୋଇଥିଲା। ଘରେ ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ୩ ଜଣ ଗୁରୁତର ହୋଇ ଆହତ ହୋଇଥିଲେ। ସେମାନଙ୍କୁ SCB ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/media_files/2026/02/20/police-2026-02-20-11-56-02.jpg)