ଦେବଗଡ: ଦେବଗଡ ତିଳେଇବଣି ବ୍ଲକ୍ ଦୁଧିଆନାଳୀ ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ଜଗବନ୍ଧୁ ପ୍ରଧାନ ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ହିତାଧିକାରୀଙ୍କ ନାମରେ ଥିବା କାର୍ଯ୍ୟଦେଶ ପତ୍ର ବ୍ଲକରୁ ଆଣିବା ପାଇଁ ନିର୍ବାହୀ ଅଧିକାରୀ ପଇସା ଦାବି କରୁଥିବା ଗାଁ ଲୋକେ ଭିଜିଲାନସ୍ ନିକଟରେ ଅଭିଯୋଗ କରିଥିଲେ ।
ଗତକାଲି ଯୋଜନା ଅନୁସାରେ ଭିଜଲାନସ୍ ଦୁଧିଆନାଳୀ ପଞ୍ଚାୟତ କାର୍ଯ୍ୟାଳୟରେ ଚଢାଉ କରି ନିର୍ବାହୀ ଅଧିକାରୀଙ୍କ ଟେବୁଲ ଉପରୁ ଲାଞ୍ଚଟଙ୍କା ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।