ଦେବଗଡ: ଦେବଗଡ ଥାନା ସୁଗୁଡା ଗାଁରେ ବିଜୁଳି ତାର ଲାଗି ବିନୋଦ ସାହୁ (୩୫) ନାମକ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯୁବକ ଜଣଙ୍କ ବିଲରୁ କାମ ସାରି ଫେରୁଥିବା ବେଳେ ବିଲ ମଧ୍ୟଦେଇ ଯାଇଥିବା ୧୧ କେଭି ତାରରେ ଲାଗି ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ଗାଁର ଶତାଧିକ ଲୋକେ ଦେବଗଡ ସହରର ଜେଲ ଛକଠାରେ ଜାତୀୟ ରାଜପଥ ୪୯କୁ ଅବରୋଧ କରିଥିଲେ।
ଗାଁରେ ବିଜୁଳି ତାରରେ ଲାଗି ଗତ ମାସ ୧୧ ତାରିଖରେ ଗୋଟିଏ ବଳଦ ମରିଥିବା ବେଳେ ପୁନଶ୍ଚ ଏ ପ୍ରକାର ଅଘଟଣରେ ଗାଁଲୋକେ ବିଦ୍ୟୁତ ବିଭାଗର ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି। ବିଲ ମଧ୍ୟ ଦେଇ ଯାଇଥିବା ୧୧ କେଭି ତାର ତଳକୁ ଓହଳି ପଡିଥିବା କାରଣରୁ ଏ ପରି ଘଟଣା ଘଟିଥିବା ବେଳେ ତାରକୁ ଉଠାଇବାକୁ ଗ୍ରାମବାସୀଙ୍କ ଦାବିକୁ ବିଭାଗ ଅଣଦେଖା କରୁଥିବାର ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।