ଦେବୁ ବୋଷ ଗୁରୁତର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡର ବରିଷ୍ଠ ଅଭିନେତା ଦେବୁ ବୋଷଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ତାଙ୍କ ବଡ଼ ପୁଅ ସାର୍ଥକ ବୋଷ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଦେବୁ ବୋଷ ହାଇଦ୍ରାବାଦରେ ତାଙ୍କ ସାନ ପୁଅ ପାଖରେ ଥିଲେ। ଏହା ପୂର୍ବରୁ ସେ ଦୁଇ ଥର ହୃଦ୍‌ଘାତର ଶିକାର ହୋଇଥିଲେ।

debu

debu

Rakesh Mallick
  • Published: Friday, 06 April 2018
  • Updated: 06 April 2018, 02:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡର ବରିଷ୍ଠ ଅଭିନେତା ଦେବୁ ବୋଷଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ତାଙ୍କ ବଡ଼ ପୁଅ ସାର୍ଥକ ବୋଷ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଦେବୁ ବୋଷ ହାଇଦ୍ରାବାଦରେ ତାଙ୍କ ସାନ ପୁଅ ପାଖରେ ଥିଲେ। ଏହା ପୂର୍ବରୁ ସେ ଦୁଇ ଥର ହୃଦ୍‌ଘାତର ଶିକାର ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story