ଗଭୀର ଅବପାତ ବାତ୍ୟାର ରୂପ ନେଲା, କାଲି ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇସାରିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜି ସନ୍ଧ୍ୟାରେ ଏହା ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ଗୁଲାବ’ ରଖାଯାଇଛି। ବାତ୍ୟା ‘ଗୁଲାବ’ ଏବେ ସମୁଦ୍ରରେ ଘଣ୍ଟାକୁ ୭ କିଲୋମିଟର ବେଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁର ଠାରୁ ୩୭୦ କିଲୋମିଟର ଦୂରତାରେ ଥିବା ବେଳେ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ଠାରୁ ୪୪୦ କିଲୋମିଟର ଦୂରରେ ରହିଛି […]

Cyclone Gulab

Cyclone Gulab

Jitendra Garnayak
  • Published: Saturday, 25 September 2021
  • Updated: 26 September 2021, 08:24 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇସାରିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜି ସନ୍ଧ୍ୟାରେ ଏହା ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ଗୁଲାବ’ ରଖାଯାଇଛି।

ବାତ୍ୟା ‘ଗୁଲାବ’ ଏବେ ସମୁଦ୍ରରେ ଘଣ୍ଟାକୁ ୭ କିଲୋମିଟର ବେଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁର ଠାରୁ ୩୭୦ କିଲୋମିଟର ଦୂରତାରେ ଥିବା ବେଳେ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ଠାରୁ ୪୪୦ କିଲୋମିଟର ଦୂରରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ‘ଗୁଲାବ’ ସ୍ଥଳ ଭାଗ ଛୁଇଁବ। ଗୋପାଳପୁର ଓ କଳିଙ୍ଗପଟ୍ଟନମ୍ ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବ।

ଏହା ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ଯେ ଗଭୀର ଅବପାତଟି ବାତ୍ୟାରେ ପରିଣତ ହେବା ପରେ ପବନ ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କିଲୋମିଟର ରହିବ। ଆସନ୍ତାକାଲି ଯେତେବେଳେ ଏହା ଉପକୂଳକୁ ଅତିକ୍ରମ କରିବ ସେତେବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ। ଅତିବେଶୀରେ ପବନର ବେଗ ଘଣ୍ଟା ପ୍ରତି ୯୫ କିଲୋମିଟର ହେବ ବୋଲି ପୂର୍ବାନୁମାନ କରାଯାଇଛି।

ସେ କହିଥିଲେ, ଏହି ବାତ୍ୟାର ପ୍ରଭାବରେ ବିଶେଷତଃ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସମସ୍ତ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story