ଆଜି ନବ ଦାସଙ୍କ ଦ୍ୱାଦଶାହ ତିଥି। ବାପାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ସଭାରେ କାନ୍ଦିଲେ ନବ ଦାସଙ୍କ ଝିଅ ଦୀପାଳି ଦାସ। ଆଜି ଝାରସୁଗୁଡ଼ା ସରବାହାଲ ହାଇସ୍କୁଲ୍ ପଡ଼ିଆରେ ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଉଛି। ଏହି ସଭାରେ ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକ, ବିରୋଧୀ ଦଳନେତା, ସାଂସଦମାନେ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଳଭଣ୍ଡାରରୁ ପାଣି ଲିକ୍, ରବି ଫସଲ ପାଇଁ ଚିନ୍ତାରେ ଚାଷୀ
ପଦ୍ମ ଘୁଞ୍ଚିବା ଭଳି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସରକାର ବେଳୁ ଘୁଞ୍ଚି ଘୁଞ୍ଚି ଚାଲିଥିବା ତେଲେଙ୍ଗିରି ପ୍ରକଳ୍ପକୁ ୨୦୦୦ ମସିହାରୁ ନିର୍ମାଣ କାମ ଆରମ୍ଭ କରିଥିଲେ ବିଗତ ବିଜେଡି ସରକାର। ତେବେ ଠିକ୍ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହାର ଲୋକାର୍ପଣ କରିଥିଲେ ନବୀନ ପଟ୍ଟନାୟକ।
Crime
ରାଜଧାନୀରେ ଉତ୍ପାତ କରୁଛନ୍ତି ଚେନ୍ ଲୁଟେରା
ଦୁର୍ବୃତ୍ତ ସିନା ସୁନା ଚେନ୍ ନେଇ ପାରିଲେନାହିଁ, କିନ୍ତୁ ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡ ମାଟିରେ ମାଡ଼ ହୋଇଯାଇଥିଲା। ସେ ରକ୍ତାକ୍ତ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା।
Crime
ସପ୍ତମ ପାସ୍ରେ ଆୟୁର୍ବେଦିକ ଡାକ୍ତର, କରୁଥିଲେ ପାଇଲ୍ସ ଅପରେସନ
କେହି ଜଣେ ବି ଉତ୍ପଲଙ୍କ ନାଁରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ତାଙ୍କ କ୍ଲିନିକ୍ ଉପରେ ଚଢ଼ାଉ କରାଯାଇଥିଲା।
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।