ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଗତକାଲିଠାରୁ ଏକ ସପ୍ତାହ ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଦିଲ୍ଲୀରେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ଦାବି ସମ୍ପର୍କରେ ଅବଗତ କରାଇବାର ସମ୍ଭାବନା ରହିଛି। ହେଲେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇନାହିଁ। ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବା କାର୍ଯ୍ୟକ୍ରମ ରହିଛି।

cmnaveen

Rakesh Mallick
  • Published: Monday, 07 March 2016
  • , Updated: 07 March 2016, 05:13 AM IST

Related story