ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ୪ ଦିନ ରହିବେ। ଏହି ସମୟ ମଧ୍ୟରେ ସେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ଭେଟି ରାଜ୍ୟର ଆର୍ଥିକ ସ୍ଥିତି ସମ୍ପର୍କରେ ଆଲୋଚନା କରିବେ।  ଦିଲ୍ଲୀ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜେ ଏହି ସୂଚନା ଦେଇଛନ୍ତି। ଆସନ୍ତା ୪ ତାରିଖରେ ସେ ଭୁବନେଶ୍ୱର ଫେରିବେ।

chiefminister

Rakesh Mallick
  • Published: Saturday, 01 August 2015
  • , Updated: 01 August 2015, 11:12 AM IST

Related story