ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ତେଲଙ୍ଗାନାରୁ ଓଡ଼ିଶା ଆସୁଥିବା ଏକ ଶ୍ରମିକ ସ୍ପେଶାଲ୍ ଟ୍ରେନ୍ରେ ଶିଶୁ ପୁତ୍ର ପ୍ରସବ କଲେ ମହିଳା। ପ୍ରସବ ପରେ ଉଭୟ ମା’ ଓ ଶିଶୁପୁତ୍ର ସୁସ୍ଥ ଥିବା ଜଣାଯାଇଛି।
ବଲାଙ୍ଗିର ଜିଲ୍ଲା କମେଇମୁଣ୍ଡା ପଞ୍ଚାୟତର ଧୁବଲେ ନାଗଙ୍କ ପତ୍ନୀ କୁନ୍ତି ନାଗ ନିଜ ପରିବାର ସହ ସିକନ୍ଦରାବାଦରୁ ଘରକୁ ଫେରୁଥିଲେ। କିନ୍ତୁ ଟ୍ରେନରେ ହିଁ କୁନ୍ତିଙ୍କ ପ୍ରସବ ବେଦନା ହୋଇଥିଲା। ଏହାପରେ ସେଠାରେ ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ । ଟ୍ରେନ୍ଟି ବଲାଙ୍ଗିରରେ ପହଞ୍ଚିବା ପରେ ସଂପୃକ୍ତ ଶିଶୁ ଏବଂ ତାଙ୍କ ମା’ଙ୍କୁ ବଲାଙ୍ଗିର ସରକାରୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ସେଠାରେ ଉଭୟେ ସୁସ୍ଥ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।