୪୯ ନମ୍ୱର ଜାତୀୟ ରାଜପଥ ମରାମତି ଦାବିରେ ୧୨ ଘଣ୍ଟିଆ ରାସ୍ତାରୋକ

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ସହର ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ମରାମତି ଦାବିରେ ଆଜି ଜିଲ୍ଲା ବିଜେପି ପକ୍ଷରୁ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ନେତୃତ୍ୱରେ ୧୨ ଘଣ୍ଟିଆ ରାସ୍ତାରୋକ କରାଯାଇଛି। ଫଳରେ ଏହି ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଛି। ମୁମ୍ୱାଇ ଓ କୋଲକାତାକୁ ସଂଯୋଗ କରୁଥିବା ଏହି ୪୯ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତିଦିନ ଏହି ରାଜପଥରେ […]

strike

strike

Jyoshna Pradhan
  • Published: Friday, 30 August 2019
  • Updated: 30 August 2019, 11:16 AM IST

Sports

Latest News

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ସହର ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ମରାମତି ଦାବିରେ ଆଜି ଜିଲ୍ଲା ବିଜେପି ପକ୍ଷରୁ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ନେତୃତ୍ୱରେ ୧୨ ଘଣ୍ଟିଆ ରାସ୍ତାରୋକ କରାଯାଇଛି। ଫଳରେ ଏହି ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଛି।

ମୁମ୍ୱାଇ ଓ କୋଲକାତାକୁ ସଂଯୋଗ କରୁଥିବା ଏହି ୪୯ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତିଦିନ ଏହି ରାଜପଥରେ ଛୋଟବଡ଼ ଦୁର୍ଘଟଣା ଘଟିବା ସହ ବହୁ ଧନଜୀବନ ହାନି ହେଉଛି। ଆଉ ବର୍ଷା ହେଲେ ଏହି ଜାତୀୟ ରାଜପଥର ଅବସ୍ଥା ବେହାଲ୍‌ ହୋଇପଡ଼ୁଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ପାଣି ଜମି ରହିବାରୁ ଲୋକେ ଗାଡ଼ି ଚଲାଇବାକୁ ଭୟ କରୁଛନ୍ତି। ସେହିପରି ଶୁଖିଲା ପାଗ ହେଲେ ଜାତୀୟ ରାଜପଥରୁ ଏତେ ପରିମାଣର ଧୂଳି ଉଡୁଛି ଯେ ଦିନବେଳା ମଧ୍ୟ କୁହୁଡ଼ିର ଭ୍ରମ ସୃଷ୍ଟି ହେଉଛି। ଏଥିଯୋଗୁ ମଧ୍ୟ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ଧୂଳି ଉଡ଼ିବା ଯୋଗୁ ରାସ୍ତାକଡ଼ରେ ଥିବା ଘରଦ୍ୱାର ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଗୁରୁତର ଭାବେ ପ୍ରଭାବିତ ହେଉଛନ୍ତି।

dabagarhଏ ସମ୍ପର୍କରେ ଜିଲ୍ଲାବାସୀ ବାରମ୍ୱାର ଜିଲା ପ୍ରଶାସନ ନିକଟରେ ଦାବି କରିବା ସହ ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ନିକଟରେ ନିକଟରେ ଅଭିଯୋଗ କରିଛନ୍ତି। ତା’ସତ୍ତ୍ୱେ ଏହାର ସ୍ଥାୟୀ ସମାଧାନ ନିମନ୍ତେ ପଦକ୍ଷେପ ନିଆ ନଯିବାରୁ ଏଥିରେ ଅତିଷ୍ଠ ହୋଇ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ରାସ୍ତାରୋକ କରାଯାଇଛି। ଜାତୀୟ ରାଜପଥର ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ ନ ହେଲେ ପୁଣି ଥରେ ଆନ୍ଦୋଳନ ହେବ ବୋଲି ଦେବଗଡ଼ ବିଧାୟକ ଚେତାବନୀ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story