ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱରରେ ବ୍ୟାପୁଛି ଡେଙ୍ଗୁ । ବିଶେଷ କରି ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ଏହାର ପ୍ରାଦ୍ରୁର୍ଭାବ ଦେଖିବାକୁ ମିଳିଛି । ଏହାକୁ ନେଇ ଜିଲ୍ଲାବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ଜଳେଶ୍ୱର ବ୍ଲକ ମହମ୍ମଦ ନଗର ପାଟଣାରେ ୧୫ ଦିନ ଭିତରେ ୨୦ରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ସମସ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।
ଆହୁରି ଅନେକ ଲୋକ ସଚେତନତା ଅଭାବରୁ ଗାଁରେ ରହିଯାଇଥିବା ସନ୍ଦେହ କରାଯାଉଛି। କିଛି ଆକ୍ରାନ୍ତ ରାଜ୍ୟ ବାହାରୁ ଆସିଥିବା ଅନୁମାନ କରାଯାଉଛି । ଡେଙ୍ଗୁ ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା କୁହାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସରକାରଙ୍କ ୧୦୦ ଦିନର ହିସାବ ଦେଲେ, ୫ ବର୍ଷର ରୋଡମ୍ୟାପ୍ ରଖିଲେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ୧୦୦ଦିନ କାର୍ଯ୍ୟକାଳ ପୂରଣ ଉପଲକ୍ଷେ ଆଜି ପୁରୀରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ୧୦୦ଦିନର କାର୍ଯ୍ୟକାଳରେ ଆମେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିପାରିଛୁ ।
Politics
ମୋହନ ସରକାରରେ ପ୍ରଥମ: ଦୁର୍ନୀତିଗ୍ରସ୍ତ ବରିଷ୍ଠ ରାଜସ୍ୱ ସହାୟକ ବରଖାସ୍ତ
ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଛେଣ୍ଡିପଦା ତହସିଲର ପୂର୍ବତନ ବରିଷ୍ଠ କିରାଣୀ ଲମ୍ବୋଦର ବେହେରା ଯିଏକି ଏବେ ଅନୁଗୋଳ ଡିପିଏମୟୁରେ ବରିଷ୍ଠ ରାଜସ୍ୱ ସହାୟକ ଭାବେ କାର୍ଯ୍ୟ କରୁଛନ୍ତି ତାଙ୍କୁ ଭିଜିଲାନ୍ସ ମାମଲାରେ ଚାକିରିରୁ ବରଖାସ୍ତ କରାଯାଇଛି।
Crime
୨୧ ପର୍ଯ୍ୟନ୍ତ ଗୁଡ଼ୁପୋଖରୀ ବଜାରରେ BNSS ୧୬୩ ଧାରା
ପତାକା ଉପୁଡ଼ାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ଗଣ୍ଡଗୋଳରେ ଗୋଟିଏ ଗୋଷ୍ଠୀର ୪ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
Miscellaneous
ବିପଦ ସଙ୍କେତ ଊର୍ଦ୍ଧ୍ୱରେ ସୁବର୍ଣ୍ଣରେଖା: ବାଲେଶ୍ୱର ଜିଲ୍ଲାରେ ଆଉ ୯୩୪୪ ଜଣ ଲୋକଙ୍କୁ ସ୍ଥାନାନ୍ତର
ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ସୁବର୍ଣ୍ଣରେଖା ଆଜି ମଧ୍ୟ ବିପଦସଙ୍କେତ ଉର୍ଦ୍ଧ୍ୱରେ ପ୍ରବାହିତ ହେଉଛି । କିନ୍ତୁ ଜଳସ୍ତର ହ୍ରାସ ପାଇବାରେ ଲାଗିଛି ।
Crime
କାହିଁକି ଜୀବନ ହାରିଲେ ଫରେଷ୍ଟର? ପତ୍ନୀ ଆଣିଲେ ସାଙ୍ଘାତିକ ଅଭିଯୋଗ
ପରିବାର ଲୋକଙ୍କ ଅଭିଯୋଗ ପରେ ଫରେଷ୍ଟରଙ୍କ ସୁଇସାଇଡ୍ ସସପେନ୍ସ ଭିନ୍ନ ମୋଡ଼ ନେଇଛି। ଭବାନୀପାଟଣା ଥାନାରେ ଡିଏଫଓଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି।