କଟକ (ଓଡ଼ିଶା ରିପୋର୍ଟର): ଡେଙ୍ଗୁ ନେଲା ଜୀବନ। କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ଡେଙ୍ଗୁ ରୋଗୀଙ୍କ ଆଜି ମୃତ୍ୟୁ ହୋଇଛି। ତାଙ୍କ ନାଁ ତ୍ରୌଲୋକ୍ୟ ବାରିକ। ଘର କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଡିମିରିଆର।
ତ୍ରୈଲୋକ୍ୟ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗତ ୨୨ରେ ତାରିଖରେ ଏସ୍ସିବିରେ ଆଡମିଶନ ହୋଇଥିଲେ। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ତାଙ୍କୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି। ଚଳିତବର୍ଷ ଏହା ହେଉଛି ପ୍ରଥମ ଡେଙ୍ଗୁ ମୃତ୍ୟୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।