Advertisment

ଥରିବ ଓଡ଼ିଶା, ଆହୁରି ବଢ଼ିବ ଥଣ୍ଡା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା। ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଥଣ୍ଡା ବଢ଼ିବା ସହ ପାରଦ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୂଚନା ଅନୁସାରେ, ୨ ଦିନ ପରେ ଉତ୍ତର-ପଶ୍ଚିମ ଆଡୁ କୋହଲା ପବନ ବହିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ। ଏଥିସହ ରାଜ୍ୟରେ ଘନ କୁହୁଡ଼ି ଦେଖାଦେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ […]

ଅଦ୍ୟତନ ହୋଇଛି
ଥରିବ ଓଡ଼ିଶା, ଆହୁରି ବଢ଼ିବ ଥଣ୍ଡା

fog-in-bbsr

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା। ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଥଣ୍ଡା ବଢ଼ିବା ସହ ପାରଦ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୂଚନା ଅନୁସାରେ, ୨ ଦିନ ପରେ ଉତ୍ତର-ପଶ୍ଚିମ ଆଡୁ କୋହଲା ପବନ ବହିବା ସମ୍ଭାବନା ରହିଛି।

Advertisment

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ। ଏଥିସହ ରାଜ୍ୟରେ ଘନ କୁହୁଡ଼ି ଦେଖାଦେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Winter Fog
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe