ଦେବଗଡ଼: ବିପିଏଲ ପରିବାରମାନଙ୍କୁ ବିଦ୍ୟୁତ ସଂଯୋଗ ନ ଦିଆଯବା ପ୍ରତିବାଦରେ ଶୁକ୍ରବାର ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଥିଲେ ବାରକୋଟ ବ୍ଲକ ଅନ୍ତର୍ଗତ ଶିବପାଲି ଓ ଚାପବାହାଳ ଗାଁର ଲୋକେ। ଡିବିରି ଓ ଲଣ୍ଠନ ଧରି ଏହି ଲୋକମାନେ ଧାରଣରେ ବସିଥିଲେ। ପରେ ଜିଲ୍ଲାପାଳ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଲୋକ ଧାରଣରୁ ଉଠିଥିଲେ।
ଏହି ଦୁଇ ଗାଁରେ ବିଦ୍ୟୁତ ଖୁଣ୍ଟ ପୋତା ଯାଇଛି ଓ ତାର ବି ଟଣା ଯାଇଛି। ହେଲେ ସରକାରୀ ଯୋଜନା ଅନୁଯାୟୀ ହିତାଧିକାରୀ ମାନଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇନାହିଁ । ଏବେ ଖରା ବଢ଼ିଥିବା ଯୋଗୁଁ ଲୋକ ଅସହ୍ୟ ଗୁଳୁଗୁଳିରେ ହନ୍ତସନ୍ତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।