Advertisment

ଦେବଗଡ଼:  ସାପ କାମୁଡ଼ାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ଦେବଗଡ଼: ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକର ସିମିଳିତା ଗାଁରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜମ୍ବେଶ୍ୱର କିସାନ। ତାଙ୍କ ସ୍ତ୍ରୀ କୁନି କିସାନଙ୍କୁ ବି ସାପ ଚୋଟ ମାରିଛି। ସେ ଗୁରୁତର ଅବସ୍ଥାରେ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଗତକାଲି ବିଳମ୍ବିତ ରାତିରେ ସେମାନେ ଶୋଇଥିବା ବେଳେ ସାପ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ନେଇ ଜଣାପଡ଼ିବା ପରେ ସେମାନଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଡାକ୍ତରଖାନାରେ […]

mika

Advertisment

ଦେବଗଡ଼: ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକର ସିମିଳିତା ଗାଁରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜମ୍ବେଶ୍ୱର କିସାନ। ତାଙ୍କ ସ୍ତ୍ରୀ କୁନି କିସାନଙ୍କୁ ବି ସାପ ଚୋଟ ମାରିଛି। ସେ ଗୁରୁତର ଅବସ୍ଥାରେ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଗତକାଲି ବିଳମ୍ବିତ ରାତିରେ ସେମାନେ ଶୋଇଥିବା ବେଳେ ସାପ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ନେଇ ଜଣାପଡ଼ିବା ପରେ ସେମାନଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଡାକ୍ତରଖାନାରେ ଜମ୍ବେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଜମ୍ବେଶ୍ୱର ଓ କୁନି କିସାନଙ୍କର ତିନୋଟି ଛୁଆ ଅଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe